Tag Archives: Utkarsh Odisha-2025

ଉତ୍କର୍ଷ ଓଡିଶା କନକ୍ଲେଭ୍ ଆଣିଲା ଅପାର ସଫଳତା: ୧୨.୮୯ ଲକ୍ଷ କୋଟି ପୁଞ୍ଜିନିବେଶ ପାଇଁ MOU

ଭୁବନେଶ୍ୱର, ୨୯।୧: ଦୁଇ ଦିନିଆ ଉତ୍କର୍ଷ ଓଡିଶା ମେକ୍ ଇନ୍ ଓଡିଶା କନକ୍ଲେଭ୍ ୨୦୨୫ ଆଣିଛି ଅପାର ସଫଳତା। ବୁଧବାର ସନ୍ଧ୍ୟାରେ ଜନତା ମଇଦାନରେ ସାମ୍ବାଦିକଙ୍କୁ ସମ୍ବୋଧନ କରି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଥିଲେ, ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇ…

ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ କୁ ସଫଳତା: ପୋଷାକ, ରେଶମ ଶିଳ୍ପ ଓ ହସ୍ତତନ୍ତରେ ଆସିବ ସମୃଦ୍ଧି

ଭୁବନେଶ୍ୱର, ୨୯।୧: ବୟନଶିଳ୍ପ, ପୋଷାକ ଶିଳ୍ପ, ରେଶମ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ବିକାଶ ଓ ସମୃଦ୍ଧି ପାଇଁ ଅପାର ସମ୍ଭାବନା ଆଣିଛି ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫ । ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ…

ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ୧୩୦ MOU

ଭୁବନେଶ୍ୱର, ୨୯।୧: ବୁଧବାର ଉତ୍କର୍ଷ ଓଡ଼ିଶାର ଦ୍ୱିତୀୟ ତଥା ଶେଷ ଦିନ। ଏହି ଦୁଇଦିନବ୍ୟାପି କାର୍ଯ୍ୟକ୍ରମରେ ଓଡିଶା ସରକାରଙ୍କୁ ଅଦ୍ଭୂତପୂର୍ବ ସଫଳତା ମିଳିଛି। ଦୁଇ ଦିନରେ ବିଭିନ୍ନ କମ୍ପାନୀ ମାନଙ୍କ ସହିତ ସରକାର ୧୩୦ ଟି ବୁଝାମଣା ପତ୍ର(MOU) ସ୍ଵାକ୍ଷର କରିଛନ୍ତି।…

ଉତ୍କର୍ଷ ଓଡ଼ିଶା ସମ୍ମିଳନୀ: ପ୍ରଥମ ଦିନରେ ୧୦୦ରୁ ଉର୍ଦ୍ଧ୍ଵ କମ୍ପାନୀର ସିଇଓଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮।୧: ଉତ୍କର୍ଷ ଓଡ଼ିଶା- ମେକ୍ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଜନତା ମଇଦାନଠାରେ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆଗ୍ରହୀ ଥିବା ବିଭିନ୍ନ କମ୍ପାନୀର ସିଇଓ ମାନଙ୍କ ସହିତ ସ୍ଵତନ୍ତ୍ର ଭାବେ…

ଓଡ଼ିଶାରେ Coldplay କଥା କହିଲେ ପ୍ରଧାନମନ୍ତ୍ରୀ, ଦେଶରେ କିପରି ଆଗେଇବ କନସର୍ଟ ଇକୋନୋମି

ଭୁବନେଶ୍ୱର, ୨୮।୧: ଅହମଦାବାଦ ଏବଂ ମୁମ୍ବାଇରେ କୋଲ୍ଡପ୍ଲେ(Coldplay) କନସର୍ଟର ସଫଳତା ପରେ ଭାରତରେ କନସର୍ଟର ଚାହିଦାକୁ ନେଇ ଗୁରୁତ୍ୱାରୋପ କରିଛନ୍ତି ପ୍ରଧାନମନ୍ତ୍ରୀ। ଭାରତରେ ଏହି କ୍ଷେତ୍ରରେ ଗତ କିଛି ବର୍ଷ ମଧ୍ୟରେ ଯଥେଷ୍ଟ ଅଭିବୃଦ୍ଧି ଦେଖିବାକୁ ମିଳିଛି। ମଙ୍ଗଳବାର ଭୁବନେଶ୍ୱର ଜନତା…

ଉତ୍କର୍ଷ ଓଡ଼ିଶା ସମ୍ମିଳନୀରେ ଯୋଗଦେବେ ଦେଶର ସମସ୍ତ କୋଟିପତି, ଜାଣନ୍ତୁ କେଉଁମାନେ ଆସିବେ

ଭୁବନେଶ୍ୱର,୨୭।୧: ଶିଳ୍ପ ବିଭାଗ ପକ୍ଷରୁ ପ୍ରକାଶିତ ଏହି ଦୁଇ ଦିନିଆ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାନୁଆରୀ ୨୮ (ମଙ୍ଗଳବାର) ଜନତା ମଇଦାନରେ ନିବେଶକ ସମ୍ମିଳନୀ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହା ୨ ଦୁଇଦିନ ଧରି ଚାଲିବ। ଏହି କନ୍‌କ୍ଲେଭରେ…

ବିଦେଶ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୩।୧୧: ନଭେମ୍ବର ୧୮ ରୁ ତିନି ଦିନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଆଶାନ୍ତ ବର୍ଷ ହେଵାଉ ଥିବା ଉତ୍କଳ ଓଡ଼ିଶା କନକ୍ଲେଭ ପୂର୍ବରୁ ସିଙ୍ଗାପୁରରେ ଏକ ରୋଡ୍ ସୋ ସହିତ ନିବେଶକଙ୍କ…

୫ ବର୍ଷରେ ଓଡ଼ିଶାକୁ ଅଢେଇ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବାର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଦିଲ୍ଲୀ ଠାରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩ ତାରିଖରେ ଏକ ଘରୋଇ ହୋଟେଲ ଠାରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?