ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ: ଘୋଡ଼ାନାଚ ପାଇଁ ଥିଲେ ପରିଚିତ ଚୌଦ୍ବାର,୨୬।୨: ବିଶିଷ୍ଟ ଘୋଡ଼ାନାଚ କଳାକାର ଉତ୍ସବ ଚରଣ ଦାସଙ୍କ ପରଲୋକ ଘଟିଛି। ଅସୁସ୍ଥତା କାରଣରୁ ଚୌଦ୍ବାରର ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। କଳା କ୍ଷେତ୍ରରେ ଅବଦାନ ପାଇଁ ୨୦୨୧ରେ ପଦ୍ମଶ୍ରୀରେ ସମ୍ମାନିତ ହୋଇଥିଲେ। ପାରମ୍ପରିକ ଘୋଡ଼ାନାଚ ଉଜ୍ଜୀବିତ ରଖିବାରେ ଥିଲା ତାଙ୍କ…