Tag Archives: uttam mohanty

ଏମିତି ଆରମ୍ଭ ହୋଇଥିଲା ଉତ୍ତମ -ଅପରାଜିତାଙ୍କ ଲଭଷ୍ଟୋରୀ, କେବେବି କହି ନ ଥିଲେ I love you…

ଭୁବନେଶ୍ୱର,୨୮।୨: ଆମ ଗହଣରେ ନାହାଁନ୍ତି ଓଡି଼ଆ ଅଭିନେତା ଉତ୍ତମ ମହାନ୍ତି। ନବେ ଦଶକର ଏହି ଅଭିନେତାଙ୍କ ଚିକିତ୍ସାଧିନ ଅବସ୍ଥାରେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ମୃତ୍ୟୁ ଘଟିଛି। ତାଙ୍କ ଦେହାନ୍ତରେ ଓଲିଉଡ ଜଗତରେ ଶୋକର ଛାୟା ଖେଳିଯାଇଛି। ଅନ୍ୟପଟେ ଉତ୍ତମଙ୍କ ମୃତ୍ୟୁକୁ ନେଇ…

Uttam Mohanty: ମୁଁ ଦଣ୍ଡାବାଳୁଙ୍ଗା…

ଭୁବନେଶ୍ୱର,୨୮ା୨: ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଦୀର୍ଘ ୩ଦଶନ୍ଧି ଧରି ନିଜର ପତିଆରା ଜାହିର କରିଥିବା ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଅଶୀ ଦଶକରେ ଥିଲେ ଅପ୍ରତିଦ୍ୱନ୍ଦ୍ୱୀ। ମନଛୁଆଁ ଅଭିନୟ ସାଙ୍ଗକୁ ଷ୍ଟାଇଲିସ୍‌ ଲୁକ୍‌ ପାଇଁ ସେ ଘରେଘରେ ପରିଚିତ ଥିଲେ। ୧୯୭୭ରେ…

Uttam mohanty: ଚାର୍ଟାର୍ଡ ଆକାଉଣ୍ଟାଣ୍ଟରୁ ଅଭିନେତା

ଭୁବନେଶ୍ୱର,୨୮ା୨: କଲେଜରେ ପଢ଼ିବା ମଞ୍ଚରେ ଅଭିନୟ କରି ବେଷ୍ଟ ଆକ୍ଟର ଭାବେ ପୁରସ୍କୃତ ହୋଇଥିଲେ ଉତ୍ତମ। ମାତ୍ର ଅଭିନେତା ହେବାକୁ ତାଙ୍କର ଇଚ୍ଛା ନ ଥିଲା। ୧୯୭୫ ମସିହା ବେଳକୁ ଲୁଧିଆନାରେ ଚାଟାର୍ଡ ଆକାଉଣ୍ଟାଣ୍ଟ ପାଠ ପଢୁଥିବାବେଳେ, ନିର୍ଦ୍ଦେଶକ ସାଧୁ ମେହେର…

ଉତ୍ତମ ଅଭିନୟର ଅବସାନ: ମନୋରଞ୍ଜନ ଜଗତରେ ଶୋକର ଛାୟା

ଗୁରୁଗ୍ରାମ(ଏଜେନ୍ସି),୨୮।୨:ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା ଉତ୍ତମ ମହାନ୍ତିଙ୍କର ଗୁରୁବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ୬୬ ବର୍ଷୀୟ ଉତ୍ତମ କିଛିଦିନ ହେଲା ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ହୋଇ ହରିୟାଣାର ଗୁରୁଗ୍ରାମସ୍ଥିତ ମେଦାନ୍ତା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ପରଲୋକରେ…

ବାବୁସାନଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ ହେବ ଶେଷକୃତ୍ୟ

ଭୁବନେଶ୍ୱର,୨୮ା୨: ଓଲିଉଡ୍ ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହିତ ତାଙ୍କ ପୁଅ ତଥା ଅଭିନେତା ବାବୁସାନଙ୍କ ସହିତ କଥା ହୋଇ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ବାବୁସାନ୍‌ଙ୍କୁ ଭିଡିଓ କଲ୍‌ କରି ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରିଲେ ନବୀନ, ହସ୍ପିଟାଲରେ ପହଞ୍ଚିଲେ ଅନୁଭବ

ଭୁବନେଶ୍ୱର,୧୩ା୨: ଓଲିଉଡ୍‌ର ୮୦ ଦଶକର ସୁପରଷ୍ଟାର ଉତ୍ତମ ମହାନ୍ତି ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ବାବୁସାନ୍‌ଙ୍କୁ ଭିଡିଓ କଲ୍‌ କରି ଉତ୍ତମଙ୍କ ସ୍ବାସ୍ଥ୍ୟାବସ୍ଥା…

Uttam Mohanty Hospitalized: ଏହି ରୋଗରେ ପୀଡ଼ିତ ଅଛନ୍ତି ଉତ୍ତମ ମହାନ୍ତି, ଖୁବ୍‌ଶୀଘ୍ର ଦିଲ୍ଲୀକୁ ହେବେ ଏୟାରଲିଫ୍ଟ

ଭୁବନେଶ୍ୱର,୮।୨: ଭେଟେରାନ ଓଲିଉଡ୍‌ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର। ସେ ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ଅଛନ୍ତି। ଏବେ ରାଜଧାନରର ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ତାଙ୍କ ଚିକିତ୍ସା ଚାଲିଛି। ହେଲେ ଅଧିକ ଚିକିତ୍ସା ଲାଗି ତାଙ୍କୁ ଏୟାରଲିଫ୍ଟ କରାଯିବ।…

ଅଭିନେତା ଉତ୍ତମ ମହାନ୍ତି ଗୁରୁତର: ହସ୍ପିଟାଲ୍‌ରେ ଭର୍ତ୍ତି

ଭୁବନେଶ୍ୱର,୮।୨: ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ଗୁରୁତର ଅଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କୁ ଭର୍ତ୍ତି କରାଯାଇଛି। ସେ ଆଇସିୟୁ ଚିକିତ୍ସିତ ହେଉଥିବା ନେଇ ସୂଚନା ମିଳିଛି। ଉତ୍ତମ ମହାନ୍ତି ଓଡ଼ିଶା ସିନେ ଇଣ୍ଡଷ୍ଟ୍ରୀ ଜଣେ କିମ୍ବଦନ୍ତୀ ଅଭିନେତା। ୧୯୭୭ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?