ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ କବିତାକୁ ହିନ୍ଦୀ ଓ ଉଜବେକ୍ ଭାଷାରେ ପାଠ କରିବା ସହ ଗାନ କରିଥିଲେ।…