ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ କବିତାକୁ…