ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଖାଲି ପଡ଼ିଛି ୨ ଲକ୍ଷ ୫ ହଜାର ପଦବୀ: ଶିକ୍ଷା, ସ୍ୱାସ୍ଥ୍ୟରେ ସର୍ବାଧିକ ଭୁବନେଶ୍ୱର,୨।୯: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୨ ଲକ୍ଷ ୫ ହଜାର ପଦବୀ ଖାଲି ପଡିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ସୂଚନା ଦେଇଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ମୋଟ କର୍ମଚାରୀ ସଂଖ୍ୟା ୫ ଲକ୍ଷ ୯୬ ହଜାର...