ବିଶ୍ୱ ବଜାରରୁ କୋଭିସିଲ୍ଡ ଟିକା ପ୍ରତ୍ୟାହୃତ କରିବ ଆଷ୍ଟ୍ରାଜେନେକା, ପାର୍ଶ୍ୱପ୍ରତିକ୍ରିୟା ନେଇ ଖୁଲାସା ପରେ… ନୂଆଦିଲ୍ଲୀ,୮।୫: ବ୍ରିଟିଶ ଫାର୍ମା କମ୍ପାନୀ ଆଷ୍ଟ୍ରାଜେନେକା ବିଶ୍ୱ ବଜାରରୁ ଏହାର କୋଭିଡ-୧୯ ଟିକାର ବିକ୍ରି ଉପରେ ରୋକୋ ଲଗାଇବାକୁ ନିଷ୍ପତ୍ତି ନେଇଛି। ଏଥିରେ ଭାରତରେ ପ୍ରସ୍ତୁତ କୋଭିସିଲ୍ଡ ଟିକା ସାମିଲ ଅଛି। କିଛି ଦିନ ପୂର୍ବେ ଏହି ଫାର୍ମା କମ୍ପାନୀ...