ଇତିହାସ ରଚିଲେ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ; ମାତ୍ର ୩୫ ବଲ୍ରେ ହାସଲ କଲେ ଶତକ ଜୟପୁର,୨୮।୪: ୧୪ ବର୍ଷୀୟ ବୈଭବ ଜୟପୁରରେ ଇତିହାସରେ ରଚିଛନ୍ତି। ମାତ୍ର ୩୫ ବଲ୍ରେ ନିଜର ପ୍ରଥମ ଶତକ ହାସଲ କରି ଏହି ଯୁବ କ୍ରିକେଟର ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ଏକ ଚମତ୍କାର ଇନିଂସ ଖେଳି ବୈଭବ ନିଜ ନାମ ଭାରତୀୟ...