ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…
ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର୍ ମହମ୍ମଦ କୈଫ। ଏସିଆନ ଗେମ୍ସ ପାଇଁ ଭାରତୀୟ ଦଳର…
ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍ସେସନ୍ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍
ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା ହୋଇ ନ ଥିଲେ ବି, ନ୍ୟୁଜିଲ୍ୟାଣ୍ଡରେ ଭାରତର ୧୫ ବର୍ଷୀୟ ଯୁବ ସେନ୍ସେସନ୍…
ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର
ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜାପାନରେ ପହଞ୍ଚିସାରିଛି। ଏବେ ସମସ୍ତଙ୍କ ନଜର ଯୁବ ବ୍ୟାଟର ବୈଭବ…
ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…
ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଗୋଟିଏ ମ୍ୟାଚରେ ମଧ୍ୟ ଖେଳିବାର ସୁଯୋଗ ନମିଳିବା ନେଇ ଫ୍ୟାନ୍ସଙ୍କ ମଧ୍ୟରେ ନିରାଶା…
ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଆସିଲା ବଡ଼ ଖବର: ପ୍ରଶଂସକ ଶୁଣିଲେ ହୋଇଯିବେ ଖୁସି!
ନୂଆଦିଲ୍ଲୀ,୧୬।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ୩ ମ୍ୟାଚ ବିଶିଷ୍ଟ T20 ସିରିଜ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରଥମ ଦୁଇଟି ମ୍ୟାଚ ଜିତି ଟିମ ଇଣ୍ଡିଆ ସିରିଜରେ ୨-୦ର ଅଜେୟ ଅଗ୍ରଣୀ ହାସଲ କରିସାରିଛି। ଏବେ ସମସ୍ତଙ୍କ ନଜର…
ଦିନକୁ କେତେ କୋଟି ରୋଜଗାର କରନ୍ତି ବୈଭବ? ୧୫ ବର୍ଷର ଷ୍ଟାରଙ୍କ ଆୟ ଜାଣିଲେ ଉଡ଼ିଯିବ ହୋସ!
ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟର ଯୁବ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ଏବେ ବିଶ୍ୱ କ୍ରିକେଟର ସବୁଠୁ ଚର୍ଚ୍ଚିତ ଖେଳାଳିଙ୍କ ମଧ୍ୟରେ ଜଣେ। ମାତ୍ର ୧୫ ବର୍ଷ ବୟସରେ ଫ୍ରାଞ୍ଚାଇଜ କ୍ରିକେଟଠାରୁ ଆରମ୍ଭ କରି ଅନ୍ତର୍ଜାତୀୟ ସ୍ତର ପର୍ଯ୍ୟନ୍ତ ନିଜ ପ୍ରତିଭାର ପ୍ରମାଣ ଦେଇସାରିଛନ୍ତି…
ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା
ନୂଆଦିଲ୍ଲୀ,୧୨।୯: : ଖୁବ କମ୍ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି ଦକ୍ଷତାର ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି। ବିସିସିଆଇ ଡୋମେଷ୍ଟିକ ପକ୍ଷରୁ ଜାରି ଏକ…
ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…
ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ ଅଫଗାନିସ୍ତାନ ବିପକ୍ଷ ଆଗାମୀ ଟି-୨୦ ସିରିଜ୍ରେ ତାଙ୍କୁ ଚୂଡ଼ାନ୍ତ ଏକାଦଶ (Playing 11)ରେ…
DRS କ୍ରେଡିଟ୍ ଚୋରି ଅଭିଯୋଗ ଆଣିଲେ ଇଶାନ୍, ବୈଭବଙ୍କ ଜବାବରେ ଚୁପ୍ ହୋଇଗଲେ କ୍ୟାପଟେନ୍!
ନୂଆଦିଲ୍ଲୀ,୧୧।୯: ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ୍ ଦଲୀପ ଟ୍ରଫି ୨୦୨୬ର ଚାମ୍ପିଅନ ହୋଇଛି । ଏହି ଦଳରେ ୧୫ ବର୍ଷୀୟ ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ମଧ୍ୟ ସାମିଲ ଥିଲେ। ବ୍ୟାଟିଂ ପାଇଁ ପୂର୍ବରୁ ଚର୍ଚ୍ଚିତ ହୋଇଥିବା ବୈଭବ ଏଥର…
ବୈଭବଙ୍କ ପାଖରେ ସୁବର୍ଣ୍ଣ ସୁଯୋଗ: ରାସ୍ତାରେ କଣ୍ଟା ହେବେନି ତ ଶ୍ରେୟସ ଆୟର? ଜାଣନ୍ତୁ ପୂରା ଖବର
ନୂଆଦିଲ୍ଲୀ୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ହେବାକୁ ଥିବା ଟି-୨୦ ସିରିଜରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀଙ୍କ ପାଖରେ ରହିଛି ବଡ଼ ସୁଯୋଗ। ବୈଭବ ଇତିମଧ୍ୟରେ ଭାରତ ପାଇଁ ନିଜର ଅନ୍ତର୍ଜାତୀୟ ଡେବ୍ୟୁ କରିସାରିଛନ୍ତି। କିନ୍ତୁ ଆଫଗାନିସ୍ତାନ ବିପକ୍ଷ ସିରିଜରେ ତାଙ୍କ…
ICC ଟି-୨୦ ରାଙ୍କିଙ୍ଗ୍ରେ ବୈଭବ ଚିତ୍ପଟାଙ୍ଗ, ଉପରକୁ ଉଠିଲେ ଏହି ଖେଳାଳି: ନାଁ ଜାଣିଲେ ହେବେ ତାଜୁବ
ନୂଆଦିଲ୍ଲୀ,୧୦।୯: ଦୁଲୀପ ଟ୍ରଫି ଫାଇନାଲ ଖେଳୁଥିବା ଭାରତର ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ଏହାପରେ ତୁରନ୍ତ ଦିଲ୍ଲୀରେ ଭାରତୀୟ ଦଳ ସହ ଯୋଗ ଦେବେ। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚର ଟି-୨୦ ସିରିଜ…
ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!
ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି। ପୁଣିଥରେ ଅଭିମନ୍ୟୁ ଈଶ୍ୱରନ୍ଙ୍କ ସହ ଓପନିଂ ଦାୟିତ୍ୱ ସମ୍ଭାଳିଥିଲେ ଯୁବ ବ୍ୟାଟର ବୈଭବ…

