୩୫ ବଲ୍ରେ ଶତକ ହାସଲ କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କହିଦେଲେ ମୋଦି
ନୂଆଦିଲ୍ଲୀ,୫।୫: ଆଇପିଏଲରେ ୩୫ ବଲ୍ରେ ଶତକ ହାସଲ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ବ୍ୟାଟିଂରେ ସମସ୍ତେ ପ୍ରଭାବିତ। ଏବେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ତାଙ୍କର ବହୁତ ପ୍ରଶଂସା କରିଛନ୍ତି। ପାଟଲିପୁତ୍ର ଷ୍ଟାଡିୟମରେ ଆୟୋଜିତ...
ବିନୋଦ କାମ୍ବଲି-ପୃଥ୍ବୀ ଶ’ଙ୍କ ଭଳି ନ ହୋଇ ଯାଆନ୍ତୁ ବୈଭବ ସୂର୍ଯ୍ୟବଂଶୀ, BCCIକୁ ଚେତାଇଲେ…
ନୂଆଦିଲ୍ଲୀ,୩।୫: ବିହାରର ଯୁବ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୪ ବର୍ଷ ବୟସରେ ନିଜର ବ୍ୟାଟିଂ ଯୋଗୁ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି। ସେ ସମ୍ପ୍ରତି ଆଇପିଏଲ୍ରେ ଶତକ ହାସଲ କରିବାରେ ଦ୍ରୁତତମ ଭାରତୀୟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ବୈଭବଙ୍କ ପ୍ରତିଭା...
ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ଗିଫ୍ଟ: ଖୁସିରେ ହେଲେ ଗଦ୍ଗଦ୍
ନୂଆଦିଲ୍ଲୀ,୩୦।୪: ଆଜିକାଲି IPLରେ ଶତକ ମାରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କ ନାମ ଚର୍ଚ୍ଚାରେ ଅଛି। ୧୪ ବର୍ଷୀୟ ବୈଭବଙ୍କ ଉତ୍କୃଷ୍ଟ ପ୍ରଦର୍ଶନରେ ଖୁସି ହୋଇ, ରାଜସ୍ଥାନ ରୟାଲ୍ସର ମାଲିକ ରଞ୍ଜିତ ବର୍ଠାକୁର ତାଙ୍କୁ ପୁରସ୍କାର ସ୍ବରୂପ ଏକ ନୂତନ ମର୍ସିଡିଜ-ବେଞ୍ଜ କାର...
ବାପାଙ୍କ କୋଳରେ ବସି ଷ୍ଟାଡିୟମରେ IPL ମ୍ୟାଚ୍ ଦେଖୁଥିବା ବୈଭବଙ୍କ ଫଟୋ ଭାଇରାଲ
ନୂଆଦିଲ୍ଲୀ,୨୯।୪:କ୍ରିକେଟର ନୂତନ ଯୁବ ତାରକା ଭାବରେ ଉଭା ହୋଇଥିବା ବୈଭବ ସୂର୍ଯ୍ୟବଂଶୀ ନିଜର ଦମଦାର ଶତକ ସହିତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କଠାରୁ ରାହୁଲ ଦ୍ରାବିଡଙ୍କ ପର୍ଯ୍ୟନ୍ତ, ସମସ୍ତେ ତାଙ୍କ ପ୍ରତିଭା ଦେଖି ଆଶ୍ଚର୍ଯ୍ୟ।...
ଦିନେ ପୁଅ ପାଇଁ ଜମି ବିକ୍ରି କରିଦେଇଥିଲେ ବାପା: ଜାଣନ୍ତୁ ବିସ୍ମୟ କ୍ରିକେଟର୍ ବୈଭବଙ୍କ ବିଷୟରେ କିଛି ଅଜଣା କଥା
ନୂଆଦିଲ୍ଲୀ,୨୯।୪: ରାଜସ୍ଥାନ ରୟାଲ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଏକପାଖିଆ ମ୍ୟାଚ ଜିତିଛି। ବୈଭବ ସୂର୍ଯ୍ୟବଂଶୀ ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଇନିଂସ ମ୍ୟାଚକୁ ସମ୍ପୂର୍ଣ୍ଣ ଭାବରେ ରାଜସ୍ଥାନ ସପକ୍ଷରେ ଆଣି ଦେଇଥିଲା। ଏହି ମ୍ୟାଚ୍ରେ ବହୁ ବର୍ଷର ପୁରୁଣା ରେକର୍ଡ ଭାଙ୍ଗି...
IPLରେ ଚମତ୍କାର କରିବା ପରେ ହୃଦୟର କଥା ବଖାଣିଲେ ବୈଭବ: ମୋ ସ୍ବପ୍ନ…
ଜୟପୁର,୨୯।୪: ବିହାରର ପୁଅ ବୈଭବ ସୂର୍ଯ୍ୟବଂଶୀ ଏକ ଐତିହାସିକ ଇନିଂସ ଖେଳି ସମସ୍ତଙ୍କ ହୃଦୟ ଜିତିଥିଲେ। ସେ ମାତ୍ର ୩୫ ବଲ୍ରେ ତାଙ୍କ ଆଇପିଏଲ କ୍ୟାରିୟରର ପ୍ରଥମ ଶତକ ହାସଲ କରି ନିଜ ନାମରେ ଏକ ବଡ଼ ରେକର୍ଡ ସୃଷ୍ଟି...
ଇତିହାସ ରଚିଲେ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ; ମାତ୍ର ୩୫ ବଲ୍ରେ ହାସଲ କଲେ ଶତକ
ଜୟପୁର,୨୮।୪: ୧୪ ବର୍ଷୀୟ ବୈଭବ ଜୟପୁରରେ ଇତିହାସରେ ରଚିଛନ୍ତି। ମାତ୍ର ୩୫ ବଲ୍ରେ ନିଜର ପ୍ରଥମ ଶତକ ହାସଲ କରି ଏହି ଯୁବ କ୍ରିକେଟର ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ଏକ ଚମତ୍କାର ଇନିଂସ ଖେଳି ବୈଭବ ନିଜ ନାମ ଭାରତୀୟ...
ବୈଭବଙ୍କୁ ପ୍ରଶଂସାରେ ପୋତିଲେ Google ସିଇଓ, ୧୪ ବର୍ଷରେ ଡେବ୍ୟୁ ଦେଖି…
ନୂଆଦିଲ୍ଲୀ,୨୦।୪: ରାଜସ୍ଥାନ ରୟାଲ୍ସ (RR)ର ଯୁବ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସରେ ଡେବ୍ୟୁ କରି ଇଣ୍ଡିଆନ ପ୍ରିମିୟର ଲିଗ (IPL) ଇତିହାସରେ ଏକ ନୂତନ ଅଧ୍ୟାୟ ଯୋଡ଼ିଛନ୍ତି। ବୈଭବ ମାତ୍ର ୧୪ ବଷରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ...
Vaibhav Suryavanshi: IPLରେ ମାତ୍ର ୧୪ ବର୍ଷ ବୟସରେ ଡେବ୍ୟୁ କରି ଇତିହାସ ରଚିଲେ ଏହି କ୍ରିକେଟର
ଜୟପୁର,୧୯।୪: ୧୯ ଏପ୍ରିଲ ୨୦୨୫ ଅର୍ଥାତ ଆଜିର ଦିନରେ IPL ଇତିହାସରେ ଏକ ନିଆରା ରେକର୍ଡ ନିଜ ନାମରେ କରିଛନ୍ତି ଜଣେ ଯୁବ ଖେଳାଳି। ୩୬ତମ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସର ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁ କରିବାର ସୁଯୋଗ...
IPL 2025 ପୂର୍ବରୁ ଚୌକା-ଛକା ବର୍ଷା କଲେ ଏହି ୧୩ ବର୍ଷୀୟ କ୍ରିକେଟର୍: କୋଚ ଆଶ୍ଚର୍ଯ୍ୟ
ଜୟପୁର,୧୮।୩: IPL 2025 ଆରମ୍ଭ ହେବାକୁ ଆଉ ଗୋଟିଏ ସପ୍ତାହରୁ କମ ସମୟ ବାକି ଅଛି। ୧୮ତମ ସିଜିନର ପ୍ରଥମ ମ୍ୟାଚ ୨୨ ମାର୍ଚ୍ଚରେ ଖେଳାଯିବ। ଏହା ପୂର୍ବରୁ, ଏକ ଉଦଘାଟନୀ ଉତ୍ସବ ମଧ୍ୟ ହେବ, ଯେଉଁଥିରେ ବଲିଉଡ ସ୍ବାଦ...
IPL Auction: ୧୩ ବର୍ଷୀୟ ବ୍ୟାଟରଙ୍କ ଉପରେ ଟଙ୍କା ବର୍ଷା, ଏତେ କୋଟି ଟଙ୍କାରେ କିଣିଲା ଏହି ଟିମ୍
ନୂଆଦିଲ୍ଲୀ, ୨୫।୧୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ସିଜିନ୍ ପାଇଁ ଦୁଇ ଦିନିଆ ମେଗା ନିଲାମ ୨୪ ଏବଂ ୨୫ ନଭେମ୍ବରରେ ସାଉଦି ଆରବରରେ ଅନୁଷ୍ଠିତ ହୋଇଛି। ଏଥିରେ ୧୩ ବର୍ଷ ବୟସ୍କା ବୈଭବ ସୂର୍ୟ୍ୟବଂଶୀ ଆଲୋଡ଼ନ ସୃଷ୍ଟି...
ମାତ୍ର ୧୩ ବର୍ଷ ବୟସରେ ଅଷ୍ଟ୍ରେଲିଆ ବିରୋଧରେ ଶତକ ମାରିଲେ ଭାରତର ଏହି ବିସ୍ମୟ ବାଳକ
ଚେନ୍ନାଇ, ୧ା୧୦: ଦ୍ୱିତୀୟ ଟେଷ୍ଟରେ ବାଂଲାଦେଶ ବିପକ୍ଷରେ ଟିମ୍ ଇଣ୍ଡିଆର ଆକ୍ରମଣାତ୍ମକ ପ୍ରଦର୍ଶନ ଅନେକ ଯୁବ ତାରକାଙ୍କୁ ଅନୁପ୍ରାଣିତ କରିଛି। ମାତ୍ର ୧୩ ବର୍ଷ ବୟସରେ, ଯୁବ ବୈଭବ ସୂର୍ୟ୍ୟବଂଶୀ ଚେନ୍ନାଇର ଏମ.ଏ ଚିଦାମ୍ବରମ୍ ଷ୍ଟାଡିୟମରେ ନିଜର ପରାକାଷ୍ଠା ଦେଖାଇଛନ୍ତି,...
Archives


