ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ ଓହ୍ଲାଇବେ। ଗତ ସିଜନରେ, ୧୪ ବର୍ଷ ବୟସରେ ଏହି ଦଳ ବିପକ୍ଷରେ ଖେଳି…