ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ ପ୍ରଶଂସକ ଅପେକ୍ଷା କରି ରହିଛନ୍ତି। ଏମିତିରେ ତାଙ୍କ ସାନ ଭାଇ ଆଶୀର୍ବାଦ ସୂର୍ଯ୍ୟବଂଶୀ…