ମେଡିକାଲରେ ପଶି ଭଙ୍ଗାରୁଜା, ମୁଖ୍ୟ ଅଭିଯୁକ୍ତ ଗିରଫ, ପୂର୍ବରୁ ରହିଛି ଏସବୁ କେସ୍… ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ବଡ଼ ବଜାରସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଅସାମାଜିକ ଯୁବକ ମେଡିକାଲ ଭିତରେ ପଶି ମେଡିକାଲ ଅଫିସର ଏବଂ ଆୟୁଷ ଡାକ୍ତରଙ୍କ ଚାମ୍ବର ଗ୍ଲାସ ଭାଙ୍ଗି ଦେଇଥିଲେ। ଏନେଇ ମେଡିକାଲରେ କାର୍ଯ୍ୟରତ ଡାକ୍ତରଙ୍କ ଏତଲା ପରେ…