ବନ୍ଦେ ଭାରତ ସ୍ଲିପର ଟ୍ରେନର ଟପ୍ ସ୍ପିଡ ଦେବ ରାଜନୈତିକ ଲାଭ! ଭାଜପାକୁ ୧୮୦ ଆସନରେ ମିଳିବ… ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନରେ, ମୋଦି ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ଯେ ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ ଖୁବ ଶୀଘ୍ର ଗୁଆହାଟି ଏବଂ କୋଲକାତା ମଧ୍ୟରେ...