ଧାରଣା ଦେଲେ ଜଗନ୍ନାଥ ପ୍ରଧାନଙ୍କ ସମର୍ଥକ, ବାଣୀବିହାର ଛକରେ ଜାତୀୟ ରାଜପଥ ଅବରୋଧ ଭୁବନେଶ୍ୱର,୩ା୭: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫଦାରୀକୁ ବିରୋଧ କରି ତାଙ୍କ ସମର୍ଥକମାନେ ଗୁରୁବାର ରାତିରେ ଭୁବନେଶ୍ୱରର ବାଣୀବିହାର ଛକରେ ଜାତୀୟ ରାଜପଥ ଅବରୋଧ କରି ଜୋରଦାର ପ୍ରତିବାଦ କରିଛନ୍ତି। ଏହି ଅବରୋଧ ଯୋଗୁଁ ଗାଡ଼ି ଚଳାଚଳ ବ୍ୟାପକ ଭାବେ...