ଭୁବନେଶ୍ୱର,୯।୧୦: ଓଡ଼ିଶା ପୋଲିସ ସବ୍-ଇନ୍ସପେକ୍ଟର (ଏସଆଇ) ନିଯୁକ୍ତି ପ୍ରକ୍ରିୟାରେ ଘୋଟାଲା ଅଭିଯୋଗକୁ ନେଇ କ୍ରାଇମବ୍ରାଞ୍ଚ ଭୁବନେଶ୍ୱର ସିଆର୍ପି ଛକସ୍ଥିତ ‘ବଣିକ’ କୋଚିଂ ସେଣ୍ଟର ଉପରେ ଚଢ଼ାଉ କରିଛି।…