ଚିନ୍ତା ବଢ଼ାଉଛି କରୋନା: ସଜାଗ ରହିବାକୁ ନିର୍ଦ୍ଦେଶ ଦେଲା ସ୍ବାସ୍ଥ୍ୟ ବିଭାଗ ନୂଆଦିଲ୍ଲୀ,୨୪ା୫: ୨୦୨୦ରେ ସାରା ବିଶ୍ୱକୁ ଭୟଭୀତ କରିଥିବା କରୋନା ଭାଇରସ୍ ଏବେ ପୁଣି ଥରେ ବ୍ୟାପିବାରେ ଲାଗିଛି। ଏହି କାରଣରୁ କ୍ରମାଗତ ଭାବରେ ବଢ଼ୁଥିବା ମାମଲା ଏବେ ଚିନ୍ତାର ବିଷୟ ପାଲଟିଛି। ଭାରତ ସମେତ ବିଶ୍ୱର ଅନେକ ଦେଶରେ କରୋନାର ନୂଆ…