ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ… ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ ଉଗ୍ରରୂପ ନେବା ଆଶଙ୍କାରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆଗୁଆ ସତର୍କ…