ଓଡ଼ିଆ ଭାଷାର ଶିକ୍ଷାଦାନ ପାଇଁ ବର୍ଣ୍ଣବୋଧର ବିକଳ୍ପ ନାହିଁ, ଚଳିତ ବର୍ଷ ୧୦ ହଜାର କପି ଛପାଯିବ ଭୁବନେଶ୍ୱର, ୨ା୨: ଓଡ଼ିଶା ଏବଂ ଓଡ଼ିଆ ଭାଷା ଯେଉଁ କାଳଖଣ୍ଡରେ ନିଜର ଅସ୍ଥିତ୍ୱ ଓ ଜାତୀୟତା ପାଇଁ ସଂଗ୍ରାମ କରୁଥିଲେ, ସେହି ସମୟରେ ଭକ୍ତକବି ମଧୁସୂଦନ ରାଓ, ଛବିଳ ମଧୁ ବର୍ଣ୍ଣବୋଧ ବହି ପ୍ରକାଶ କରି ଆମ ରାଜ୍ୟର ହୃତ...