ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ୍ କଟକ,୨୦ା୬: ଅଭିନେତା ଅନୁଭବ ମହାନ୍ତି-ବର୍ଷା ବିବାଦ ମାମଲାରେ ଗୁରୁବାର ଚାର୍ଜଫ୍ରେମ୍ ଦାଖଲ କରାଯାଇଛି। କଟକ ଜେଏମ୍ଏଫ୍ସି କୋର୍ଟରେ ଅନୁଭବ ହାଜର ପରେ ଚାର୍ଜଫ୍ରେମ କରାଯାଇଛି। ଅନୁଭବ ଓ ତାଙ୍କର ଦୁଇ ସହଯୋଗୀଙ୍କ ନାଁରେ ଚାର୍ଜଫ୍ରେମ୍ ଦାଖଲ ହୋଇଛି। ବର୍ଷାଙ୍କୁ ନିର୍ଯାତନା...