VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ… ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ କରିଛନ୍ତି। ରାଷ୍ଟ୍ରପତିଙ୍କ ସମ୍ମତି କ୍ରମେ ବିଲ୍ ଆଇନରେ ପରିଣତ ହୋଇଛି । ପୂର୍ବରୁ...