ନୂଆ ମୁଖ୍ୟମନ୍ତ୍ରୀ କାନରେ ଏମିତି କିଛି କହିଦେଲେ ରାହୁଲ ଗାନ୍ଧୀ: ତା’ପରେ ତୁରନ୍ତ ଘଟିଲା… ଥିରୁଭାନନ୍ତପୁରମ୍,୧୮।୫: କେରଳମ୍ରେ କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୦ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରିଛି। ସୋମବାର ତିରୁଭାନନ୍ତପୁରମର ସେଣ୍ଟ୍ରାଲ ଷ୍ଟାଡିୟମରେ ଭି.ଡି. ସତିସନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଶପଥ ଗ୍ରହଣ ସମାରୋହର ଏକ ବିଶେଷ…