ଥିରୁଭାନନ୍ତପୁରମ୍,୧୮।୫: କେରଳମ୍ରେ କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୦ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରିଛି। ସୋମବାର ତିରୁଭାନନ୍ତପୁରମର ସେଣ୍ଟ୍ରାଲ ଷ୍ଟାଡିୟମରେ ଭି.ଡି. ସତିସନ…