ବେଦାନ୍ତ ଆଲୁମିନିୟମ ବୈଦ୍ୟୁତିକ ଫର୍କଲିଫ୍ଟର ସର୍ବବୃହତ୍ ନିୟୋଜକ ଭୁବନେଶ୍ୱର,୧୨ା୭(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସର୍ବବୃହତ୍ ଆଲୁମିନିୟମ ଉତ୍ପାଦକ ‘ବେଦାନ୍ତ ଆଲୁମିନିୟମ’ର କାର୍ଯ୍ୟ ପରିସରରେ ବୈଦ୍ୟୁତିକ ଫର୍କଲିଫ୍ଟ ବ୍ୟବହାରକୁ ସମ୍ପ୍ରସାରଣ ସହ ୬୬ ୟୁନିଟ୍କୁ ବୃଦ୍ଧି କରାଯାଇଛି। ଏପରିକି ବୈଦ୍ୟୁତିକ ଲିଥିୟମ-ଆୟନ ଫର୍କଲିଫ୍ଟକୁ କମ୍ପାନୀର ବିଭିନ୍ନ...