ହେବନି ଗାଡ଼ିର ପଞ୍ଜୀକରଣ, ଆସିଲା କଡ଼ା ନିୟମ ନୂଆଦିଲ୍ଲୀ,୨୨।୧: ଚାଲାଣ ନ ଭରିଲେ ହେବନି ଗାଡ଼ି ପଞ୍ଜୀକରଣ । ମୋଟର ଯାନ ନିୟମରେ ସଂଶୋଧନ କରି ଏଭଳି କଠୋର ନିୟମ ଜାରି କରିଛନ୍ତି କେନ୍ଦ୍ର ସରକାର। ଏହାସହ ଡ୍ରାଇଭିଂ ଲାଇସେନସ ସମ୍ପର୍କିତ ଆବେଦନ ଆଗକୁ ବିଢବ ନାହିଁ। କୌଣସି...