ସଡ଼କ ସୁରକ୍ଷା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ: ଆସିବ ‘ଭେଇକିଲ୍-ଟୁ-ଭେଇକିଲ୍ ଟେକ୍ନୋଲୋଜି ନୂଆଦିଲ୍ଲୀ,୯।୧: ସମଗ୍ର ଦେଶରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସୁରକ୍ଷା ବଢ଼ାଇବା ପାଇଁ ଭାରତ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ୨୦୨୬ ଶେଷ ସୁଦ୍ଧା ଭେଇକିଲ୍-ଟୁ-ଭେଇକିଲ୍ (V2V) ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକାରୀ କରିବାକୁ ଯୋଜନା କରୁଛନ୍ତି।...