ନିୟମ ଉଲ୍ଲଙ୍ଘନ କଲେ ଗାଡ଼ିର RC ରଦ୍ଦ, RTOକୁ କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଭୁବନେଶ୍ୱର,୧୭।୧୦: ମୋଟରଯାନ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ପରିବହନ ବିଭାଗ ନିଷ୍ପତ୍ତି ନେଇଛି। ଅଭ୍ୟାସଗତ ଭାବେ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡ଼ି ମାଲିକଙ୍କ ରେଜିଷ୍ଟ୍ରେସନ ସାର୍ଟିଫିକେଟ (RC) ରଦ୍ଦ କରିବାକୁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି।…