ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ ଶକ୍ତି ଏବଂ ଭେନେଜୁଏଲାରେ ଅପରେଶନକୁ ଉଦ୍ଧୃତ କରି କ୍ୟୁବାକୁ ଚେତାବନୀ ଦେଇଥିଲେ। ଟ୍ରମ୍ପଙ୍କ…