ଶେଷରେ ଟ୍ରମ୍ପଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର, ଦେଲେ ଏପରି ପ୍ରତିକ୍ରିୟା ନୂଆଦିଲ୍ଲୀ,୧୬ା୧: ବହୁ ପ୍ରତିକ୍ଷାର ଅନ୍ତ ଘଟି ଶେଷରେ ଅନ୍ଵେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୋବେଲ ଶାନ୍ତି ପୁରସ୍କାର ମିଳିଛି। ଭେନେଜୁଏଲାର ବିରୋଧୀ ଦଳ ନେତ୍ରୀ ତଥା ନୋବେଲ ଶାନ୍ତି ପୁରସ୍କାର ବିଜେତା ମାରିଆ କୋରିନା ମାଚାଡୋ ଗୁରୁବାର ହ୍ୱାଇଟ ହାଉସରେ...