ଭେନେଜୁଏଲା ତୈଳ ସେକ୍ଟରରେ ନିବେଶ ପାଇଁ ଟ୍ରମ୍ପ୍ଙ୍କ ଚାପ ଓ୍ବାଶିଂଟନ,୧୧ା୧: ସମସ୍ୟା ଘେରରେ ଥିବା ଭେନେଜୁଏଲା ତୈଳ ଶିଳ୍ପର ପୁନରୁଦ୍ଧାର ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଅନୂ୍ୟନ ୧୦୦ ବିଲିୟନ ଡଲାର ଘରୋଇ ସେକ୍ଟର ନିବେଶ ନିମନ୍ତେ ଚାପ ପକାଉଥିବାବେଳେ ନିଜ ଦେଶର ବୃହତ୍ ତୈଳ କମ୍ପାନୀଗୁଡ଼ିକ ଏହାର...