ରାଶି ଚକ୍ରରେ ଶୁକ୍ର ଚଳନ: ଆସନ୍ତା ୨୪ ଦିନ ଏହି ୫ ରାଶିର ବଢ଼ିବ ଧନ ଓ ଐଶ୍ୱର୍ଯ୍ୟ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ସୁଖ-ସୁବିଧା, ପ୍ରେମ ଏବଂ ଅପାର ଧନର କାରକ ଗ୍ରହ ‘ଶୁକ୍ର’ ଶନିବାର ଅର୍ଥାତ୍ ୨୦ ଡିସେମ୍ବର ସକାଳ ୭ଟା ୩୧ ମିନିଟରେ ଧନୁ ରାଶିରେ ପ୍ରବେଶ କରିଛନ୍ତି। ଏହା ୨୦୨୫ ବର୍ଷର ଶେଷ ଗୋଚର। ଆସନ୍ତା...