ମୌସୁମୀ ଅଧିବେଶନ ମଝିରେ ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର ନୂଆଦିଲ୍ଲୀ,୨୧।୭: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ତତ୍କାଳ ପ୍ରଭାବରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି ଧନଖର। ରାଷ୍ଟ୍ରପତିଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଲେଖାଯାଇଥିବା ଏକ ଚିଠିରେ…