ମୋଦିଙ୍କ ଆପ୍ରୁଭାଲ୍ ରେଟିଂ ଦେଖି ଇର୍ଷା କରୁଛନ୍ତି ଆମେରିକାର ଉପରାଷ୍ଟ୍ରପତି: କହୁ କହୁ କହିଦେଲେ… ଜୟପୁର,୨୨।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ରାଜସ୍ଥାନର ଜୟପୁରରେ ଏକ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ସେ ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କକୁ ସୁଦୃଢ଼ କରିବା ଉପରେ ଆଲୋଚନା କରିଥିଲେ। ଭାନ୍ସ କହିଛନ୍ତି, ଏବେ ସମୟ ଆସିଛି ଯେତେବେଳେ…