Tag Archives: Vice-Presidential Election

ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ: ଉଭୟ ଶାସକ-ବିରୋଧୀ ମଧ୍ୟରେ ତତ୍ପରତା ପ୍ରକାଶ

ନୂଆଦିଲ୍ଲୀ,୮ା୯: ଉପରାଷ୍ଟ୍ରପତି ନିର୍ବାଚନ ମଙ୍ଗଳବାର ହେବାକୁ ଥିବାବେଳେ ଏଥିପାଇଁ ଶାସକ ଓ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ଦେଖାଦେଇଛି। ଭାଜପା ନେତୃତ୍ୱାଧୀନ ଏନ୍‌ଡିଏର ଏମ୍‌ପିମାନେ ଶକ୍ତି ପ୍ରଦର୍ଶନ ପାଇଁ ରବିବାରଠାରୁ ୨ ଦିନିଆ କର୍ମଶାଳାରେ ଏକାଠି ହୋଇଛନ୍ତି। ପାର୍ଲାମେଣ୍ଟ କମ୍ପ୍ଲେକ୍ସର ଜିଏମ୍‌ସି…

କିଏ ହେବ ପରବର୍ତ୍ତୀ…, ନବୀନ ନେବେ ଚୂଡାନ୍ତ ନିଷ୍ପତ୍ତି: ବିଜେଡି ବିଧାୟକଙ୍କ ବଡ଼ ବୟାନ

ଭୁବନେଶ୍ୱର,୧୯।୮: ବିଜୁ ଜନତା ଦଳ (ବିଜେଡି) ଏନଡିଏର ଉପ-ରାଷ୍ଟ୍ରପତି ପ୍ରାର୍ଥୀ ସି.ପି. ରାଧାକୃଷ୍ଣନଙ୍କୁ ସମର୍ଥନ କରିବ କି ନାହିଁ, ତାହାର ନିଷ୍ପତ୍ତି ଦଳର ସଭାପତି ନବୀନ ପଟ୍ଟନାୟକ ନେବେ ବୋଲି ବିଜେଡି ବିଧାୟକ ଧ୍ରୁବ ଚରଣ ସାହୁ ମଙ୍ଗଳବାର ସୂଚନା ଦେଇଛନ୍ତି।…

ଖୁବ୍‌ଶୀଘ୍ର ଉପରାଷ୍ଟ୍ରପତି ନିର୍ବାଚନ ଲାଗି ହେବ ତାରିଖ ଘୋଷଣା

ନୂଆଦିଲ୍ଲୀ,୩୧।୭: ଆସନ୍ତା ସପ୍ତାହରେ ଆସିପାରେ ଉପରାଷ୍ଟ୍ରପତି ନିର୍ବାଚନ ତାରିଖ। ଏନେଇ ନିର୍ବାଚନ କମିଶନ ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି। ନିର୍ବାଚନ କମିଶନ ଗୁରୁବାର ଇଲେକ୍ଟୋରାଲ କଲେଜ ଚୂଡ଼ାନ୍ତ କରିଛନ୍ତି। ଅର୍ଥାତ୍‌ ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେବା ପାଇଁ ସାଂସଦଙ୍କ ତାଲିକା ପ୍ରସ୍ତୁତ କରାଯାଇଛି।…

ଭାଜପାର ଟେନଶନ ବଢାଇଲା ବିଜେଡି, ଉପ ରାଷ୍ଟ୍ରପତି ନିର୍ବାଚନରେ…

ଭୁବନେଶ୍ୱର, ୨୭।୭: ଆଗାମୀ ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ଜାତୀୟ ରାଜନୀତି ସରଗରମ ରହିଥିବାବେଳେ ରାଜ୍ୟ ରାଜନୀତି ମଧ୍ୟ ଉଷ୍ମ ରହିଛି। ଚର୍ଚ୍ଚା ହେଉଛି ଆଗାମୀ ରାଷ୍ଟ୍ରପତି ପ୍ରାର୍ଥୀ ଭାଜପାରୁ ହିଁ ବେ। ତେବେ ଏନେଇ ଇଣ୍ଡିଆ ମେଣ୍ଟର ବିରୋଧୀ ଦଳ ବିରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?