ନୂଆଦିଲ୍ଲୀ,୧୨ା୯: ଆଜି ଅର୍ଥାତ୍ ଶୁକ୍ରବାର ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେବେ ସି.ପି. ରାଧାକ୍ରିଷ୍ଣନ। ରାଷ୍ଟ୍ରପତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଧାକ୍ରିଷ୍ଣନ୍ଙ୍କୁ…