ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ। କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ହରଘର ନଳ ହରଘର ଜଳ’ ଯୋଜନା ମାଧ୍ୟମରେ ପ୍ରତି…