ଭିଏତନାମରେ ତ୍ରିରାଷ୍ଟ୍ରୀୟ ଖେଳିବ ଭାରତ ନୂଆଦିଲ୍ଲୀ, ୩।୭: ଭାରତୀୟ ଫୁଟବଲ ଦଳ ଭିଏତନାମ ଯାଇ ଏକ ତ୍ରିରାଷ୍ଟ୍ରୀୟ ଟୁର୍ନାମେଣ୍ଟ ଖେଳିବ। ଏଥିରେ ତୃତୀୟ ଦଳଭାବେ ଲେବାନନ ଅଂଶଗ୍ରହଣ କରିବ। ଫିଫା ଓ୍ବିଣ୍ଡୋକୁ ଦୃଷ୍ଟିରେ ରଖି ଆସନ୍ତା ଅକ୍ଟୋବରରେ ଏହି ତ୍ରିରାଷ୍ଟ୍ରୀୟ ରଖା ଯାଇଥିବା ସର୍ବଭାରତୀୟ ଫୁଟବଲ...