କାର୍ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ ଭିଜିଲାନ୍ସ ଟିମ୍ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ଟିମ୍ କାର୍ ସହ ତାଙ୍କଠାରୁ ନଗଦ…