ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍ ପାଣିଗ୍ରାହୀ
ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଥାନାର ଏଏସଆଇ (ASI) ସୁଜିତ୍ ପାଣିଗ୍ରାହୀ ଭିଜିଲାନ୍ସ ହାତରେ ରଙ୍ଗେହାତ ଧରାପଡ଼ିଛନ୍ତି।…

