ଉପଜିଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
କାମାକ୍ଷାନଗର,୧୮ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଜିଲାପାଳଙ୍କ ଘରେ ସୋମବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ଏହି ଚଢ଼ାଉ ଜାରି ରହିଛି। ଉପଜିଲାପାଳଙ୍କ ଅଫିସ, ସରକାରୀ କ୍ୱାର୍ଟର୍ସ...
ବାବୁଙ୍କୁ ବାନ୍ଧିଲା ଭିଜିଲାନ୍ସ, ସରକାରୀ କ୍ୱାର୍ଟର ଦେଇଥିଲେ ଭଡ଼ା
ଭୁବନେଶ୍ୱର,୮।୧୦: ପଞ୍ଚାୟତ ରାଜ ଏବଂ ପାନୀୟ ଜଳ ବିଭାଗର ବରିଷ୍ଠ ଅଧିକାରୀ ରମେଶ ଜଣେ ସରକାରୀ ଅଧିକାରୀ ହୋଇଥିବାବେଳେ ସରକାରୀ ନିୟମକୁ ଉଲଙ୍ଘନ କରିଥିଲେ। ସେ ୨୦୨୧ ମସିହା ଜୁନରୁ ମାର୍କେଟ୍ ବିଲ୍ଡିଂ ପଛପାର୍ଶ୍ୱରେ ଥିବା ସରକାରୀ କ୍ୱାର୍ଟର (ନଂ.ଆଇଭି-ଏ...
ଜେଲ୍ ସୁପରିଟେଣ୍ଡେଣ୍ଟଙ୍କ ଘରେ ଭିଜିଲାନ୍ସ ରେଡ୍
କେନ୍ଦୁଝର,୬ା୯: କେନ୍ଦୁଝର ଜେଲ୍ ସୁପରିଟେଣ୍ଡେଣ୍ଟଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି। ଜିଲା ମୁଖ୍ୟ କାରାଗାରର ସୁପରିଟେଣ୍ଡେଣ୍ଟ ବା ଅଧୀକ୍ଷକ ସତ୍ୟ ପ୍ରକାଶ ସ୍ବାଇଁଙ୍କ କେନ୍ଦୁଝର ସରକାରୀ ବାସଭବନ ସମେତ...
OSRTC ସିଏଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ୱର,୨୩ା୮: ଓଏସ୍ଆର୍ଟିସି ଚିଫ୍ ଆକାଉଣ୍ଟ ଅଫିସର(ସିଏଓ)ଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ସିଏଓ ବିଜୟ ମଙ୍ଗରାଜଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି। ଭୁବନେଶ୍ବରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ାଉ...
ରେଞ୍ଜରଙ୍କ ଟଏଲେଟ୍ ଫ୍ଲସ୍ରୁ ମିଳିଲା ବିଡ଼ାବିଡ଼ା ଟଙ୍କା, ଭିଡିଓ ଦେଖିଲେ…
ଢେଙ୍କାନାଳ,୨୨ା୮: ଢେଙ୍କାନାଳ ସଦର ରେଞ୍ଜର ବିଭୂଦାନନ୍ଦ ମିଶ୍ରଙ୍କ ଘରେ ଗୁରୁବାର ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ ଚାଲିଥିବା ବେଳେ ତାଙ୍କ ଟଏଲେଟ୍ ଫ୍ଲସ ଟାଙ୍କିରୁ ବିଡ଼ାବିଡ଼ା ଟଙ୍କା ମିଳିଛି। ଭିଜିଲାନ୍ସକୁ...
ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ଚଢ଼ାଉ
ଭୁବନେଶ୍ୱର,୧୬ା୮: କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରାଯାଇଛି। କେନ୍ଦ୍ରାପଡ଼ାରେ ତାଙ୍କ କାର୍ଯ୍ୟାଳୟ, କଟକସ୍ଥିତ କଲ୍ୟାଣୀନଗର ଏବଂ ଭୁବନେଶ୍ୱରର...
ସରକାରୀ ପାଣ୍ଠି ନିଜ ଆକାଉଣ୍ଟକୁ ୧ କୋଟି ୫ ଲକ୍ଷ ଟ୍ରାନ୍ସଫର କରି ଫସିଲେ ସରକାରୀ ବାବୁ
କଟକ,୨୨ା୭: ସରକାରୀ ପାଣ୍ଠି ନିଜ ଖାତାକୁ ଟ୍ରାନ୍ସଫର କରି ଫସିଲେ ମତ୍ସ୍ୟ ସମ୍ପଦ ବିଭାଗ ଉପନିର୍ଦ୍ଦେଶକ। ସରକାରୀ ପାଣ୍ଠି ନିଜ ଖାତାକୁ ଟ୍ରାନ୍ସଫର କରିବା ଅଭିଯୋଗରେ ଉପନିର୍ଦ୍ଦେଶକ ବସନ୍ତ ଦାଶଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। କଟକ କାର୍ଯ୍ୟାଳୟ ସହ...
Archives
