ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍: ୧୦ଟି ସ୍ଥାନରେ ଏକକାଳୀନ ଚଢାଉ ଭୁବନେଶ୍ୱର,୨୯।୭: ସଡକ ଓ ଗୃହ ନିର୍ମାଣ (R&B) ଡିଭିଜନ୍ର ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ମଙ୍ଗଳବାର ଭିଜିଲାନ୍ସ ଟିମ୍ ଏକକାଳୀନ ଭାବେ ୧୦ଟି ସ୍ଥାନରେ ତଦନ୍ତ କରିଛି। ଭୁବନେଶ୍ୱରର ଗାଲେରିଆ ଓ ସିମ୍ଫୋନୀ...