ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର ସମ୍ପତ୍ତି।…
କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା ସୂଚନାନୁଯାୟୀ,…
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।…
ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର ଟଙ୍କା…
କେନ୍ଦୁଝର,୧୯।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ମଦ ବିକ୍ରେତାଙ୍କଠାରୁ ନେଉଥିଲେ ଲାଞ୍ଚ। ମାଡ଼ି ବସିଲା ଭିଜିଲାନ୍ସ। ବୁଧବାର ଏଭଳି ଏକ ଘଟଣାକ୍ରମରେ ଓଡ଼ିଶା ଭିଜିଲାନ୍ସ ହାତରେ କେନ୍ଦୁଝର ଅବକାରୀ ଅଧୀକ୍ଷକ…
ଭୁବନେଶ୍ୱର,୨୮।୧୦: ଦୁର୍ନୀତି ନିବାରଣ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କ୍ଷୋଭ ପ୍ରକାଶ କରିଛନ୍ତି। ଦୁର୍ନୀତିରେ ଯୁବ ଅଧିକାରୀଙ୍କ ସଂପୃକ୍ତି ନେଇ ସେ କହିଛନ୍ତି,…
ଖୋର୍ଦ୍ଧା,୧୫ା୧୦(ପ୍ରଭାତ ପାଣିଗ୍ରାହୀ): ବେଗୁନିଆ ତହସିଲରେ କାର୍ଯ୍ୟରତ ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ଜୟସିଂହ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଘରବାଡ଼ି କିସମ ପରିବର୍ତ୍ତନ ପାଇଁ ଅତିରିକ୍ତ ତହସିଲଦାରଙ୍କ ନାମରେ ୮ହଜାର…
କେନ୍ଦୁଝର,୧୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ମୁଖ୍ୟାଳୟରେ ଥିବା ନିକଲସନ ଫରେଷ୍ଟ ଟ୍ରେନିଂ ସ୍କୁଲର ଜଣେ କନିଷ୍ଠ କିରାଣି ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ…
ବରଗଡ଼,୨୫ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ଥାନାରେ କାର୍ଯ୍ୟରତ ପୋଲିସ ଏସ୍ଆଇ ଜଗା ବରିହା ସୋମବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣେ ସ୍କ୍ରାପ ବ୍ୟବସାୟୀଙ୍କଠାରୁ ୭ହଜାର…
ଗଜପତି,୧୩ା୮(ଗିରିଧାରୀ ପରିଚ୍ଛା): ଭିଜିଲାନ୍ସ ଜାଲରେ ଗଜପତି ସିଡିଏମ୍ଓ କାର୍ଯ୍ୟାଳୟର ବରିଷ୍ଠ କିରାଣି ଜଗଦୀଶ ପଟ୍ଟନାୟକ ଓ ପିଅନ ନିରଞ୍ଜନ ନାୟକ। ୨୫ହଜାର ଟଙ୍କା ଲାଞ୍ଚ ନେବା ବେଳେ…
ମୁନିଗୁଡ଼ା,୧୩ା୮(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପୁରୁଷ ସ୍ବାସ୍ଥ୍ୟକର୍ମୀ କୁଞ୍ଜବିହାରୀ ରାଉତ ଜୟପୁର ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍ ଦ୍ବାରା ଗିରଫ ହୋଇଛନ୍ତି। କନ୍ଧମାଳ ଜିଲା ଦୁର୍ଗାପଙ୍ଗାର…
କଳିଙ୍ଗନଗର,୧ା୮(ଶୁଭାଶିଷ ରାଉତ): ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ ପଡ଼ିଛନ୍ତି। ଯାଜପୁର ଜିଲା ବ୍ୟାସନଗର ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ରାଜସ୍ବ ସହାୟକ କିରାଣି…