ଗିରଫ ହେଲେ କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ
କେନ୍ଦ୍ରାପଡ଼ା,୧୭ା୮: କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଗତକାଲି ପ୍ରଦୀପଙ୍କ ଘର, ଅଫିସ ସହିତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା ଭିଜିଲାନ୍ସ ବିଭାଗ।...
ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
କଟକ,୫ା୮: କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ସୋମବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଏକକାଳୀନ ୧୨ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢ଼ାଉ ଜାରି ରହିଛି। କଟକ, ଭୁବନେଶ୍ବର, ଖୋର୍ଦ୍ଧା, ଭଦ୍ରକ ଓ ଯାଜପୁରରେ ରେଡ୍...
ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବାଲେଶ୍ୱର,୨ା୮: ବାଲେଶ୍ୱର ଜିଲାର ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଶୁକ୍ରବାର ତାଙ୍କ ଘରେ ଚଢ଼ାଉ ଚାଲିଛି। ତାଙ୍କ ନାମରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ଏହି ଆଧାରରେ ଭିଜିଲାନ୍ସ...
ଅବକାରୀ ଜଏଣ୍ଟ କମିଶନରଙ୍କ ଘରେ ରେଡ୍
ଭୁବନେଶ୍ୱର,୨୯ା୭: ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସୋମବାର ଶ୍ରୀ ମିଶ୍ରଙ୍କ ଘରେ ରେଡ୍ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ରେଡ୍ ଚାଲିଥିବା ଜଣାପଡ଼ିଛି। ଏକାସାଙ୍ଗରେ ୧୦ଟି ସ୍ଥାନରେ ଭିଜିଲାନ୍ସ...
ଭିଜିଲାନ୍ସ ଜାଲରେ ବଲାଙ୍ଗୀର ମୁଖ୍ୟ ଯୋଗାଣ ଅଧିକାରୀ, ୫୦ ହଜାର ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା…
ବଲାଙ୍ଗୀର,୧୨।୭: ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଭାକର ପାତ୍ର। ଶୁକ୍ରବାର ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଧରା ପଡ଼ିଛନ୍ତି। ଏହାପରେ ସରକାରୀ କାର୍ଯ୍ୟାଳୟରୁ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ବଲାଙ୍ଗୀର...
ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଲାଞ୍ଚ ନେଉଥିଲେ ସବ ଇନ୍ସପେକ୍ଟର, ମାଡ଼ି ବସିଲା ଭିଜିଲାନ୍ସ
ଯାଜପୁର,୩।୭: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ସବ ଇନ୍ସପେକ୍ଟର। ଜଣେ ବ୍ୟକ୍ତିଙ୍କୁ ବ୍ୟବଚ୍ଛେଦ ରିପୋର୍ଟ ଦେବା ଲାଗି ବିଂଝାରପୁର ଥାନା ସବ ଇନ୍ସପେକ୍ଟର କେଶବ ଦାଶ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସୂଚନା ଅନୁସାରେ ଗତ ମାସ...
ଭିଜିଲାନ୍ସ ଜାଲରେ ବୌଦ୍ଧ ଆର୍ଟିଓ
ବୌଦ୍ଧ,୧୫।୨: ଭିଜିଲାନ୍ସ ଜାଲରେ ବୌଦ୍ଧ ଆର୍ଟିଓ ବସନ୍ତ ମହାପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଉଛି। ବୌଦ୍ଧ, ଗଞ୍ଜାମ, ଭୁବନେଶ୍ୱରରେ ଥିବା ଏକକାଳୀନ ୧୦ ସ୍ଥାନରେ ଚଢ଼ାଉ ଜାରି ରହିଛି। ଚଢ଼ାଉରେ...
ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ, କାରରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା
ଭୁବନେଶ୍ୱର,(ସତ୍ୟଜିତ୍ ରାଉତ)/ ରାୟଗଡ଼ା,୯ା୨(ଆଶିଷ ରଞ୍ଜନ ପଣ୍ଡା): କ୍ଷମତାର ଦୁରୁପଯୋଗ କରି ବେଆଇନ ଭାବେ ବିପୁଳ ସମ୍ପତ୍ତି ଠୁଳ କରୁଛନ୍ତି ସରକାରୀ ବାବୁ। କିଏ ଖସିଯାଉଛନ୍ତି ତ ଆଉ କିଏ ଧରାପଡୁଛନ୍ତି। ଏବେ ଭିଜିଲାନ୍ସ ପଞ୍ଝାରେ ଫସିଛନ୍ତି ଆଉଜଣେ ସରକାରୀ ବାବୁ।...
Archives


