ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ପରଲୋକ, ଝିଅକୁ ଭେଟିବାକୁ ଲଣ୍ଡନ ଯାଉଥିବା ବେଳେ ହେଲା ବିମାନ ଦୁର୍ଘଟଣା ଅହମଦାବାଦ,୧୨।୬: ଗୁରୁବାର ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ ଘଟିଛି। ଗୁଜୁରାଟ ଭାଜପା ସଭାପତି ସି.ଆର. ପାଟିଲ ଏହା ନିଶ୍ଚିତ କରିଛନ୍ତି। ରୂପାନୀ ତାଙ୍କ ଝିଅକୁ ଭେଟିବାକୁ ଯାଉଥିଲେ। ଦୁର୍ଘଟଣାର ଖବର...