ଦେଶବାସୀଙ୍କୁ ବିଜୟାଦଶମୀର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୦।୧୦: ମଙ୍ଗଳବାର ବିଜୟାଦଶମୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ସହିତ, ପ୍ରଧାନମନ୍ତ୍ରୀ ପ୍ରଭୁ ଶ୍ରୀରାମଙ୍କ ଗୁଣଗାନ କରି ଏକ ଶ୍ଳୋକ (ସୁଭାଷିତ) ମଧ୍ୟ ଉପସ୍ଥାପନ କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ଏକ…

