ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ । ଜାମିନ ଦେବା ସମୟରେ ନିମ୍ନ ଅଦାଲତ ଆବଶ୍ୟକ…