ବିକଶିତ ଭାରତକୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, କହିଲେ ଏହି କ୍ଷେତ୍ରରେ… ନୂଆଦିଲ୍ଲୀ, ୨୩।୭: ମୋଦି ସରକାରଙ୍କ ତୃତୀୟ ପାଳିର ସାଧାରଣ ବଜେଟ ଉପସ୍ଥାପନ ସଂସଦରେ ଆରମ୍ଭ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୋଟିଏ ପରେ ଗୋଟିଏ ବିଭାଗ ପାଇଁ ଘୋଷଣା ଜାରି ରଖଛନ୍ତି । ଏହି କ୍ରମରେ ଦେଶରେ ବିକାଶକୁ...