ପୋଖରୀରୁ ମାଛ ଧରିବା ନେଇ ଗ୍ରାମରେ ଦେଖା ଦେଇଥିବା ବିବାଦ ଥମିଲା ପୁରୁଷୋତ୍ତମପୁର,୧୧ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରାଣୀଗାଁ କାନକାଟି ପୋଖରୀରୁ ମାଛ ଧରିବାକୁ କେନ୍ଦ୍ର କରି ଲାଗି ରହିଥିବା ବିବାଦର ଏକପ୍ରକାରର ଅନ୍ତ ଘଟିଛି। ଶେଷରେ ପୋଖରୀରେ ଜାଲପଡ଼ିଥିବା ବେଳେ ମାତ୍ର ୬୨୦ ଟଙ୍କା ଲାଭ ମିଳିଥିବା ଜାଣିବାକୁ ମିଳିଛି।…