ଗାଁ ଯାତ୍ରା ଦେଖିବାକୁ ଭଉଣୀକୁ ଆଣିବା ପାଇଁ ଯାଇଥିଲେ ଭାଇ, ରାସ୍ତାରେ ଛକିଥିଲା ଯମ, ଘଟିଲା… ପରଜଙ୍ଗ,୫ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ଭାଲୁମୁଣ୍ଡା-ଆଲୁଅଝରଣ ପୂର୍ତ୍ତ ବିଭାଗ ରାସ୍ତାର କୁମୁସିସ୍ଥିତ ମାଧିଆ ରଗୁଡ଼ି ପାଖରେ ଅନୁଗୋଳରୁ ପଣ୍ଡୁଆ ଯାଉଥିବା ସୋନି ନାମକ ଏକ ଘରୋଇ ବସ୍ ସାମ୍ନାପଟୁ ଆସୁଥିବା ବାଇକ୍କୁ ଧକ୍କା ଦେଇଥିଲା।…