ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍ ୭ଟି ପୋଖରୀ ଥିବାବେଳେ କୌଣସି ପୋଖରୀରେ ବର୍ଷବର୍ଷ ଧରି ମାଟି କାମ କିମ୍ବା ପଙ୍କୋଦ୍ଧାର…